ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭା ଗୃହ ଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

୪୪ଟି ପଞ୍ଜୀକୃତ ଅଭିଯୋଗ ମଧ୍ୟରୁ ୩୮ଟି ବ୍ୟକ୍ତିଗତ ଓ ୬ଟି ସାମୁହିକ ଥିବା ଜଣାଯାଇଛି । ଏଥିରେ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୮ଟି ଅଭିଯୋଗକୁ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes