ସୁବର୍ଣ୍ଣପୁର ଜିଲ୍ଲାରେ ଦିଶା କମିଟି ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ କମିଟି ଅଧ୍ୟକ୍ଷା ତଥା ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂହଦେଓଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା, ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ, ଜିଲ୍ଲାସ୍ତରୀୟ ଅଧିକାରୀ, ଦିଶା କମିଟି ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes