ସୁବର୍ଣ୍ଣପୁର ଜିଲ୍ଲା ଆୟୁର୍ବେଦିକ ମହାସଂଘର ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ଆୟୁର୍ବେଦିକ ମହାସଂଘର ବୈଠକ ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ଟିଠିପାଲି ରାଧେଶ୍ୟାମ ମଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି ଉପେନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାମାଜିକ କର୍ମୀ ମୀନକେତନ ମହାକୁର ମୁଖ୍ୟ ଅତିଥି ତଥା ରାଧାକାନ୍ତ ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ବୈଠକରେ ବିଲୁପ୍ତ ପ୍ରାୟ ବୃକ୍ଷଲତା ଗୁଡ଼ିକର ସୁରକ୍ଷା ସମ୍ପର୍କରେ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes