ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ଠାରେ ଗରିବ କଲ୍ୟାଣ ସମ୍ମିଳନୀ

ଆଜି ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ଠାରେ ଗରିବ କଲ୍ୟାଣ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦବୋଧନ ଦେଇଥିବବେଳେ ବିଜେପିର ବରିଷ୍ଠ ନେତା କନକବର୍ଦ୍ଧନ ସିଂଦେଓ ଅତିଥି ଭାବେ ଯୋଗଦେଇ ଗତ ୮ ବର୍ଷ ଭିତରେ ମୋଦି ସରକାରଙ୍କ ସୁଶାସନ ଓ ବିଭିନ୍ନ ଗରିବ କଲ୍ୟାଣ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version