ସୁବର୍ଣ୍ଣପୁର ଜିଲ୍ଲା ବିଜେପିର କାର୍ଯ୍ୟକାରିଣୀ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ପୁରୁଣା ଟାଉନ ହଲ ଠାରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ର ଅଧ୍ୟକ୍ଷତା କରିଥିବାବେଳେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓ, ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ରବି ନାଏକ, ଜିଲ୍ଲା ପ୍ରଭାରୀ ଭବେନ୍ଦ୍ର ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes