ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ସହଯୋଗରେ ଆଜି ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ଭିତରୁ ଓ ବାହାରୁ ୧୯ଟି ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ଅଂଶଗ୍ରହଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes