ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଲେ ରାଜ୍ୟପାଳ

କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଡିମ୍ବୋ ଗ୍ରାମରେ ଥିବା ଜନମଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପାଳନ ଅବସରରେ ଅନୁଷ୍ଠିତ ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦବୋଧନ ଦେଇଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ସଦର ବିଧାୟକ ମୋହନ ମାଝି ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes