ସୁବଳୟାରେ ଉଦଘାଟିତ ହେଲା ମେଗା ସ୍ୱାସ୍ଥ୍ୟମେଳା

ଆଜି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଠାରେ ଉପଖଣ୍ଡ ସ୍ତରୀୟ ମେଗା ସ୍ୱାସ୍ଥ୍ୟ ମେଳା ଉଦଘାଟିତ ହୋଇଛି l

ତେବେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ ଶାନ୍ତି ଲୁହା ପ୍ରଦୀପ ପ୍ରଜ୍ବଳନ କରି ମେଳାକୁ ଉଦଘାଟନ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷ ନାରଣ ଲୁହା, ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ, ବିଡ଼ିଓ ମୋତିଲାଲ ସୁଲିଆ ଏବଂ ସୁବଳୟା ସରପଞ୍ଚ ପ୍ରୋମଦ କୁମାର ମହାପାତ୍ର ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version