ସୁବଳୟାରେ ଚାରା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବନାଞ୍ଚଳ କାର୍ଯ୍ୟାଳୟ, ସୁବଳୟା ଠାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ଜଙ୍ଗଲୀ ଚାରା ବଣ୍ଟନ କାର୍ଯ୍ୟକ୍ରମର ଆରମ୍ଭ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମ ୭ ଦିନଧରି ଚାଲିବ ବୋଲି ସୂଚନା ମିଳିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes