ସୁବଳୟାରେ ବାତ୍ୟା ଆଶ୍ରୟସ୍ଥଳୀ ସ୍ତରୀୟ ସାମୁହିକ ଅଭ୍ୟାସ ଅନୁଷ୍ଠିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଟିକ୍ରାପଡ଼ାସ୍ଥିତ ବନ୍ୟା ଆଶ୍ରୟସ୍ଥଳୀରେ ବାତ୍ୟା ଆଶ୍ରୟସ୍ଥଳୀ ସ୍ତରୀୟ ସାମୁହିକ ଅଭ୍ୟାସ ଅନୁଷ୍ଠିତ ହୋଇଯାଇଛି l

ଏହି କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ, ଅତିରିକ୍ତ ତହସିଲଦାର ସ୍ୱାଗତ କୁମାର ପଣ୍ଡା ଏବଂ ବ୍ଲକ ଉପାଧକ୍ଷ ନାରଣ ଲୁହାଙ୍କ ସମତେ ଏବିଡ଼ିଓ, ଜିପିଓ, ଅଗ୍ନିଶମ ଅଧିକାରୀ ଏବଂ ସୁବଳୟା ସରପଞ୍ଚ ଓ ପାଞ୍ଚୟତର ଗ୍ରାମବାସୀମାନେ ଯୋଗ ଦେଇ ତାଲିମ ଗ୍ରହଣ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes