ସୁବଳୟା ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟରେ ଜୁନିଅର ରେଡ଼କ୍ରସ ତରଫରୁ ବନମହୋତ୍ସବ ପାଳିତ ହୋଇଯାଇଛି।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ଵର୍ଣ୍ଣଲତା ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ବୃକ୍ଷ ରୋପଣର ଉପକାରିତା ବିଷୟରେ କହିଥିଲେ । ବିଦ୍ୟାଳୟର ଜୁନିଅର ରେଡ଼କ୍ରସ ପରାମର୍ଶଦାତା ଚନ୍ଦ୍ରମଣି ବାଘ ଉକ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes