ସୁବଳୟା ବିଦ୍ୟୁତ କାର୍ଯ୍ୟାଳୟରେ ବିଶ୍ଵକର୍ମା ପୂଜା ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ବିଦ୍ୟୁତ କାର୍ଯ୍ୟାଳୟରେ ଠାରେ ରୀତିନୀତି ଅନୁସାରେ ଧୁମଧାମରେ ବିଶ୍ଵକର୍ମା ପୂଜା ପାଳିତ ହୋଇଯାଇଛି।

ଏଥିରେ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes