ସୁବଳୟା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସୁବଳୟା +୨ ମହାବିଦ୍ୟାଳୟର ୩୭ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଭୋଲାନାଥ କର୍ମୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ତରଭା ବ୍ଲକ ଏଇଏସ କଲେଜର ଅଧ୍ୟକ୍ଷା ସୁଶ୍ରୀ ମିନତୀ ମିଶ୍ର ମୁଖ୍ୟ ଅତିଥି, ବିନିକା ବ୍ଲକ ସିଦ୍ଧାର୍ଥ ଡିଗ୍ରୀ କଲେଜର ଅଧ୍ୟକ୍ଷ ଡ଼. ଧୀରେନ୍ଦ୍ର କୁମାର ନାଏକ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes