ସୁବଳୟା +୨ କଲେଜରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ସୁବଳୟା +୨ କଲେଜରେ ଚାଲିଥିବା ଆତ୍ମ ସୁରକ୍ଷା ତାଲିମ ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ମୋଟ ୭୫ ଜଣ ଝିଅ ୮ ଦିନ ଧରି ଏହି ତାଲିମ ଗ୍ରହଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes