ସୁରେଶ୍ଵରୀଙ୍କ ଧବଳମୁଖୀ ବେଶ ଅନୁଷ୍ଠିତ

ସୋନପୁର ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ଵରୀଙ୍କ ଆଜି ପବିତ୍ର ମହାଳୟା ଅବସରରେ ଧବଳମୁଖୀ ବେଶ ଅନୁଷ୍ଠିତ ହୋଇଯାଇଛି।

ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଉପସ୍ଥିତ ରହି ମା’ଙ୍କୁ ଦର୍ଶନ ଲାଭ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes