ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ୨୦ବେଳକୁ ଲଘୁଚାପ ସମ୍ଭାବନା

ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି।

ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes