ସୋନପୁରରେ ସାଧାରଣତନ୍ତ୍ର ଦିବସ ପାଳିତ

ସୋନପୁର ସହର ସ୍ଥିତ ରାମେଶ୍ବର ଷ୍ଟାଡିୟମର ଠାରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

ଏଥିରେ ପଞ୍ଚାୟତ ରାଜ ଓ ସୂଚନା ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes