ସୋନପୁରର ପୁରୁଣା ଟାଉନ ହଲରେ ବିଜେପିର ସଭା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଶାସନର ୮ ବର୍ଷ ଶାସନ ପୂର୍ତ୍ତି ଅବସରରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ସୋନପୁରର ପୁରୁଣା ଟାଉନ ହଲଠାରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରଠାରୁ ବିଜେପି କର୍ମାମାନେ ଏକ ବାଇକ ଶୋଭାଯାତ୍ରରେ ବାହାରି ସହର ପରିକ୍ରମା ମଧ୍ୟ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes