ସୋନପୁର ଉପକାରାଗାର ପରିଦର୍ଶନ କଲେ ବିଶେଷଜ୍ଞ କମିଟି

ଆଜି ଓଡିଶା ସରକାରଙ୍କ ଗୃହ ବିଭାଗ ଦ୍ଵାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା) ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୋନପୁର ଉପକାରାଗାର ପରିଦର୍ଶନ କରିଥିଲେ ।

ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ସସ୍ମିତା ମିଶ୍ରଙ୍କ ତତ୍ତ୍ଵାବଧାନରେ କମିଟିର ସଦସ୍ୟ ନୀଳାମ୍ବର ଶତପଥୀ, ରାଜୀବ ଲୋଚନ ଗୁରୁ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଏଥିରେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes