ସୋନପୁର ଠାରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ଠାରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ କରାଯାଇଛି ।

ଏହି ଅବସରରେ ମୁଖ୍ୟଅତିଥି ଭାବରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ,ସମ୍ମାନିତ ଅତିଥି ଭାବରେ ସୋନପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା,ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes