ସୋନପୁର ରୁଦ୍ର ମନ୍ଦିରର ବିକାଶ ଦାବି

ସୋନପୁର ଅଷ୍ଟଶମ୍ଭୁ ମଧ୍ୟରୁ ଅନ୍ୟତମ ଆକର୍ଷଣ କୁହାଯାଉଥିବା ରୁଦ୍ର ମନ୍ଦିରର ବିକାଶ ନେଇ ଆଜି ସୁବର୍ଣ୍ଣପୁର ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏକ ଦାବିପତ୍ର ସ୍ଥାନୀୟ ଉପଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ।

ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର ଓ ଦୁଃଖିରାମ ନାୟକ ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes