ସୋହେଲା କଲେଜ ପରିସରରେ ସ୍ବଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଓଡ଼ିଶା ଆନୁକୂଲ୍ୟରେ ଆଜି ସୋହେଲା କଲେଜ ତରଫରୁ ଆୟୋଜିତ ଏବଂ ବିଜୁ ଜନତା ଛାତ୍ରର ସହଯୋଗରେ ସ୍ବଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଅତିଥି ଭାବେ ଭଟଲି ବିଧାୟକ ଶ୍ରୀ ସୁଶାନ୍ତ ସିଂ ଯୋଗଦେଇ ଉଦଘାଟନ ସହ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes