ସୌଭାଗ୍ୟନଗରରୁ ଯୁବକର ମୃତଦେହ ଉଦ୍ଧାର

ଭୁବନେଶ୍ୱରର ସୌଭାଗ୍ୟ ନଗରରେ ଆଜି ସକାଳେ ଜଣେ ଯୁବକର ଝୁଲନ୍ତା ମୃତଦେହ ଏକ ଗଛରୁ ଉଦ୍ଧାର କରାଯାଇଛି l ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଯୁବକଙ୍କ ପରିଚୟ ଖୋଜୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes