ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୧୫ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ

ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକ ଗଡ଼ଜଙ୍ଗ ୟୁପି ସ୍କୁଲର ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି।

ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes