ସ୍କୁଲ ଅଟୋ ଦୁର୍ଘଟଣାଗ୍ରସ୍ତ ୫ ଆହତ

ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅନ୍ଧାରକୋଟ ନିକଟରେ ଏହି ଦୁର୍ଘଟଣା ଘଟିଛି।

୫ ଜଣ ଆହତଙ୍କ ମଧ୍ୟରୁ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes