ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଥାନା ଦହପଡ଼ା ଚିନ୍ତାମଣି ଉଚ୍ଚ ବିଦ୍ୟାଳୟରେ ଏହି ଘଟଣା ଘଟିଛି।
ସ୍କୁଲ ରୂପାନ୍ତରୀକରଣ ପରେ ବକେୟା ଟଙ୍କା ପାଇ ନଥିବା ଅଭିଯୋଗ ହୋଇଛି। ତାଲା ପଡ଼ିଥିବାରୁ କ୍ଲାସ ରୁମ୍କୁ ଯାଇପାରୁନାହାନ୍ତି ଛାତ୍ରଛାତ୍ରୀ ଓ ଶିକ୍ଷକ।
Credible Local News of Odisha