ସ୍କୁଲ ପରିଦର୍ଶନ କଲେ ବରଗଡ଼ ଜିଲ୍ଲାପାଳ

ଆଜି ବରଗଡ଼ ଜିଲ୍ଲା ଭଟଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ଅସୁବିଧା ବିଷୟରେ ପଚାରି ବୁଝିଛନ୍ତି ବରଗଡ଼ ଜିଲ୍ଲାପାଳ ମନିଷା ବାନାର୍ଜୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes