ସ୍ତ୍ରୀକୁ କାଠ ଫଳିଆରେ ପିଟିପିଟି ହତ୍ୟା କଲା ସ୍ୱାମୀ

ଏଭଳି ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା କଇଁଷି ଗ୍ରାମରେ।

ଘଟଣା ସ୍ଥଳରେ ସିମୁଳିଆ ପୁଲିସ ତଦନ୍ତ ଜାରି ରଖିଥିବା ବେଳେ ମୃତକଙ୍କ ସ୍ୱାମୀଙ୍କୁ ଅଟକ ରଖିଥିବା ଜଣାପଡିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes