ସ୍ଥାୟୀ ନିଯୁକ୍ତି ଦାବିରେ ପୌର କର୍ମଚାରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଆଜି ସୋନପୁର ପୌର ପରିଷଦ ତଥା ତରଭା ଓ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ଅସ୍ଥାୟୀ କର୍ମଚାରୀମାନେ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦାବି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।

ସଂଘର ଉପଦେଷ୍ଟା ଆଇନଜୀବୀ ବଳଦେବ ବେଦବାକ୍ ଏଥିରେ ନେତୃତ୍ୱ ନେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes