ସ୍ନାତକୋତ୍ତରରେ ସର୍ବାଧିକ ନମ୍ବର ରଖି ସ୍ୱର୍ଣ୍ଣ ପଦକ ପାଇଲେ ରୁନିତା

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ବିଶିକେଶନ ପ୍ରଧାନ ଓ ସନ୍ତୋଷିନୀ ପ୍ରଧାନଙ୍କ ଝିଅ ରୁନିତା ପ୍ରଧାନ ଉତ୍କଳ ବିଶ୍ଵବିଦ୍ୟାଳୟରେ ରାଜନୀତି ବିଜ୍ଞାନ ସ୍ନାତକୋତ୍ତର ବିଭାଗ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ବିଶ୍ୱବିଦ୍ୟାଳୟ ସ୍ତରରେ ସ୍ଵର୍ଣ୍ଣପଦକ ହାସଲ କରିଛନ୍ତି ।

ଉତ୍କଳ ବିଶ୍ଵବିଦ୍ୟାଳୟ ଅନୁକୂଲ୍ୟରେ ଆୟୋଜିତ ୫୧ତମ ସମାବର୍ତନ ଉତ୍ସବରେ ତାଙ୍କୁ ପୁରସ୍କୃତ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes