ସ୍ବଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଆଜି ବରଗଡ଼ ଜିଲ୍ଲା ବରପାଲି ବ୍ଳକ ଅନ୍ତର୍ଗତ ଭେଡେନ କଲେଜ ପରିସରରେ ସ୍ବଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଛାତ୍ରଛାତ୍ରୀମାନେ ଉତ୍ସାହିତ ସହ ରକ୍ତଦାନ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes