ବରିଷ୍ଠ ବିଜେପି ନେତା ତଥା ମହାକାଳପଡାର ବିଜେପି ବିଧାୟକ ପ୍ରାର୍ଥୀ ସ୍ବର୍ଗତ ବିଜୟ ପ୍ରଧାନଙ୍କୁ ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡାଙ୍କ ସହ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ, ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି, ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ରାଜ୍ୟ ନେତୃବୃନ୍ଦଙ୍କ ଆଜି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।