ସ୍ବସ୍ତି ସିଂ ଏବଂ ଦୀନେଶ କୁମାରଙ୍କୁ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ଏସିଆନ ଟ୍ରାକ ସାଇକେଲିଂ ଚମ୍ପିୟାନସିପ -2022 ରେ ବ୍ରୋଞ୍ଜ ପଦକ ହାସଲ କରିଥିବା ଓଡ଼ିଶାର ସ୍ବସ୍ତି ସିଂ ଓ ଦୀନେଶ କୁମାରଙ୍କୁ ଆଜି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରିବା ସହ ପ୍ରତ୍ୟେକଙ୍କୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes