ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଏସମା ଲାଗୁ

ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଲାଗୁ ହେଲା ଏସମା।

ଅନ୍ୟ ତୃତୀୟ ଶ୍ରେଣୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପ୍ରତି ବି ଲାଗୁ ହୋଇଛି। ଜରୁରୀ ସେବାରେ ବ୍ୟାଘାତ ନଘଟାଇବା ପାଇଁ ଲାଗୁ ହୋଇଛି।ଆସନ୍ତା ୬ ମାସ ପର୍ଯ୍ୟନ୍ତ ନିୟମ ଲାଗୁ ହୋଇଥିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes