ସ୍ବେଛାକୃତ ରକ୍ତଦାନ ଶିବିର

ମାରୁୱାଡି ଯୁବ ସଂଗଠନ, ଭାରତୀୟ ରେଡ଼କ୍ରସ ସୋସାଇଟି ଓଡ଼ିଶା ଶାଖା, କମିଶନରେଟ ପୁଲିସର ମିଳିତ ସହଯୋଗରେ ଆଜି ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l

ଏଥିରେ ୫୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ବିଏମସି ବ୍ଲଡ ବ୍ୟାଙ୍କ ତରଫରୁ ରକ୍ତ ସଂଗ୍ରହ କରାଯାଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes