ସ୍ମୃତିପୀଠ’ ପରିସରରେ ମ୍ୟାଟ୍ରିକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ନୀଳକଣ୍ଠପୁର ସ୍ଥିତ ‘ଶହୀଦ ବୀର ବାଜି ରାଉତ ସ୍ମୃତିପୀଠ’ ପରିସରରେ ଆଜି ମ୍ୟାଟ୍ରିକ ଟପ୍ପରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ପ୍ରଥମେ ଭାରତର ସ୍ୱତନ୍ତ୍ରତା ସଂଗ୍ରାମର ସର୍ବକନିଷ୍ଠ ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes