ସ୍ୟାଟ ଉଛେଦ ନିଷ୍ପତ୍ତି ନେଇ ହାଇକୋର୍ଟଙ୍କ ରାୟ ସୁପ୍ରିମକୋର୍ଟରେ କାଏମ

ରାଜ୍ୟ ଆଡମିନିଷ୍ଟ୍ରେଟିଭ ଟ୍ରିବ୍ୟୁନାଲ -ସ୍ୟାଟକୁ ଉଛେଦ ପାଇଁ 2019ରେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିବା ପରେ ଏହା ବିରୋଧରେ ସ୍ୟାଟ ବାର ହାଇକୋର୍ଟରେ ଆବେଦନ କରିଥିଲେ ମଧ୍ୟ କୋର୍ଟ ଏହା ଯଥାର୍ଥ ବୋଲି କହିଥିଲେ l
ବାର ଏହା ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲା l ସୁପ୍ରିମକୋର୍ଟ ଆଜି ହାଇକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes