ସ୍ୱତନ୍ତ୍ର ଫଟୋ ଚିତ୍ର ପ୍ରଦର୍ଶନୀ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଜି ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଡ଼କୋ ପ୍ରଦର୍ଶନୀ ପଡିଆରେ ସ୍ୱତନ୍ତ୍ର ଫଟୋ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି l ଏହା 19 ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version