ସ୍ୱାମୀ ପରିତ୍ୟକ୍ତା ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

ସୁନ୍ଦରଗଡ଼ ସଦର ଥାନା କୋପସିଂଘା ନିକଟରେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

ମହିଳା ଜଣଙ୍କ ମାଛ ବିକି ଘରକୁ ଫେରୁଥିବା ବେଳେ ଗଣଦୁଷ୍କର୍ମ କରିଛନ୍ତି ଦୁର୍ବୃତ୍ତ। ପୁଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes