ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ January 29, 2023 by Rameswar mahakur ଆପୋଲୋରେ ଚିକିତ୍ସାଧୀନ ଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ପରଲୋକ ହୋଇଥିବା ହସ୍ପିଟାଲ ସୂଚନା ଦେଇଛି।