ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ

ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଉଦଳା ବ୍ଲକ ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଜି ପରିଦର୍ଶନ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ।

ସ୍ୱାସ୍ଥ୍ୟ କେନ୍ଦ୍ରରେ ଚାରିଆଡେ ବୁଲି ଦେଖିବା ସହ ସମସ୍ୟା ମଧ୍ୟ ପଚାରି ବୁଝିଥିଲେ । ମନ୍ତ୍ରୀଙ୍କ ସହିତ ବିଧାୟକ ଭାସ୍କର ମଢେଇ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version