ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱରେ ରହିଲେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଥିବା ସରକାରୀ ଭାବେ ଆଜି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes