ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ରୋଷେୟାଙ୍କ ମୃତ୍ୟୁର ତଦନ୍ତ ଦାବି

ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ଝାରସୁଗୁଡା ସ୍ଥିତ ବାସଭବନରେ ତିନି ଦିନ ତଳେ ତାଙ୍କ ରୋଷେୟାର ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିବା ପରେ ସେ ଆତ୍ମହତ୍ୟା କରିଥିବା ପୁଲିସ କହିଥିଲା l

କିନ୍ତୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣି ଏହାର ସିବିଆଇ ତଦନ୍ତ ଦାବିରେ ଆଜି ବିଜେପି ପକ୍ଷରୁ ଜିଲ୍ଲା ଏସପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes