ହକି ପାଇଁ କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଆଦି ବନ୍ଦ ରହିବ।

ଏ ନେଇ କଟକ ଜିଲ୍ଲାପାଳ ଆଜି ଘୋଷଣା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes