ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆଜି ଦିନ ଗୋଟାଏରେ ପୁଲ୍ ସିର ଟିମ୍ ମାଲେସିଆ ଓ ଚିଲି ମଧ୍ୟରେ ଟକ୍କର ହେବ ଏବଂ ଦିନ ୩ଟାରେ ନ୍ୟୁଜିଲାଣ୍ଡ ଓ ନେଦରଲ୍ୟାଣ୍ଡସ ମଧ୍ୟରେ ମ୍ୟାଚ ହେବ ।
ସେହିପରି କଳିଙ୍ଗ ଷ୍ଟାଡିୟମରେ ସଂଧ୍ୟା ୫ଟାରେ ପୁଲ ଏର ଟିମ୍ ଫ୍ରାନ୍ସ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟକ୍କର ହେବ । ପରେ ସଂଧ୍ୟା ୭ଟାରେ ଆର୍ଜେଣ୍ଟିନା ଓ ଅଷ୍ଟ୍ରେଲିଆ ମଧ୍ୟରେ ଟକ୍କର ହେବ ।