ହକି ବିଶ୍ବକପ; ଆଜି କଳିଙ୍ଗ ଷ୍ଟାଡିୟମରେ ସେମିଫାଇନାଲ ମ୍ୟାଚ

ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ସାଢେ ୪ଟାରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ ।

ସେହିପରି ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes