ହକି ବିଶ୍ବକପ: ଆଜି ଖେଳାଯିବ ୨ଟି ମ୍ୟାଚ୍

ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଅପରାହ୍ମ ୫ଟାରେ କୋରିଆ ଓ ଜାପାନ ମଧ୍ୟରେ ମୁକାବିଲା ହେବ।

ସେହିପରି ସନ୍ଧ୍ୟା ୭ଟାରେ ଜର୍ମାନି ଓ ବେଲଜିୟମ ମଧ୍ୟରେ ମୁକାବିଲା ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes