ହକି ବିଶ୍ୱକପ୍‌: ଆଜି ଭାରତ-ଇଂଲଣ୍ଡ ଟକ୍କର

ହକି ବିଶ୍ବକପର ତୃତୀୟ ଦିନରେ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆଜି ଦୁଇଟି ମ୍ୟାଚ୍ ଖେଳାଯିବ। ସନ୍ଧ୍ୟା ୫ଟାରେ ସ୍ପେନ ଓ ଓ୍ବେଲ୍ସ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ଏହାପରେ ସନ୍ଧ୍ୟା ୭ଟାରେ ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା ।

ଭାରତ ନିଜର ପ୍ରଥମ ମ୍ୟାଚରେ ଭଲ ପ୍ରଦର୍ଶନ କରି ବିଜୟୀ ହୋଇଛି। ଆଜି କଳିଙ୍ଗ ଷ୍ଟାଡିୟମରେ କୌଣସି ମ୍ୟାଚ୍ ନାହିଁ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes