ହରଭଙ୍ଗାରେ ବ୍ଳକ ସ୍ତରୀୟ ଜନଶୁଣାଣୀ ଶିବିର

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଭା ଗୃହ ଠାରେ ଆଜି ବ୍ଳକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇ ଥିଲେ। ଏହି ଶିବିରରେ ୫୭ ଗୋଟି ଅଭିଯୋଗ ପୁଞ୍ଜିକରଣ ହୋଇଥିବା ବେଳେ ୫୪ ଗୋଟି ତୁରନ୍ତ ସମାଧାନ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes