ବାଲେଶ୍ଵର ଜିଲ୍ଲା ରେମୁଣା ନିର୍ବାଚନ ମଣ୍ଡଳୀର ହରିପୁର ପଞ୍ଚାୟତରେ ଆଜି ମାନ୍ୟବର ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ବ୍ଲକ୍ ଅଧ୍ୟକ୍ଷ, ରାଜ୍ୟ ବିଜୁ ଯୁବ କାର୍ଯ୍ୟକାରୀ ସଭାପତି ଓ ନେତୃବୃନ୍ଦ ଉପସ୍ଥିତ ରହିଥିଲେ।
Credible Local News of Odisha